Masthead

ଜଷ୍ଟିସ୍ ଏନ.ଭି. ରମଣ ପ୍ରଧାନ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜଷ୍ଟିସ୍ ଏନ.ଭି. ରମଣଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ମିଳିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଜଷ୍ଟିସ ରମଣ ସୁପ୍ରିମକୋର୍ଟର ୪୮ତମ ପ୍ରଧାନ ବିଚାରପତି ଭାବେ ଏପ୍ରିଲ୍ ୨୪ ତାରିଖରେ ଦାୟିତ୍ୱ ଗ୍ରହଣ କରିବେ । ବର୍ତ୍ତମାନ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ୍ ଶରଦ ଅରବିନ୍ଦ ବୋବଡେ ଏପ୍ରିଲ୍ ୨୪ରେ ଅବସର ଗ୍ରହଣ କରିବେ ।

ଜଷ୍ଟିସ ରମଣ ସୁପ୍ରିମକୋର୍ଟର ବରିଷ୍ଠ ଓକିଲ ଭାବେ କାର୍ଯ୍ୟରତ । ଜଷ୍ଟିସ୍ ରମଣ ୧୯୮୩ ମସିହା ଫେବୃଆରୀ ମାସରେ ଆନ୍ଧ୍ରପ୍ରଦେଶ ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାସହିତ ସେ ବିଭିନ୍ନ ସରକାରୀ ବିଭାଗ ଲାଗି ପରାମର୍ଶଦାତା ଭାବେ କାର୍ଯ୍ୟ ମଧ୍ୟ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ