Masthead

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର

କଟକ(ବଡ଼ ଖବର ବ୍ୟୁରୋ): ଆଜି ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଏନେଇ ଉଚ୍ଚ ନ୍ୟାୟଳୟ ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଛି । ଗତକାଲି ବିଚାରପତି ଏସ୍ ମୁରଲୀଧର ଅବସର ଗ୍ରହଣ କରିଥିଲେ । ହାଇକୋର୍ଟ ପକ୍ଷରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଉଚ୍ଚ ନ୍ୟାୟଳୟର ବିଚାରପତିବୃନ୍ଦ,ବିଚାରବିଭାଗୀୟ ଅଧିକାରୀ ଓ ବହୁ ଆଇନଜୀବି ଉପସ୍ଥିତ ଥିଲେ । ୨୦୨୧ ଜାନୁୟାରୀ ୪ରେ ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଏସ୍‌.ମୁରଲୀଧର ଯୋଗ ଦେଇଥିଲେ । ୨ବର୍ଷ ୭ମାସ ତାଙ୍କର କାର୍ଯ୍ୟକାଳ ଅବଧି ମଧ୍ୟରେ ହାଇକୋର୍ଟରେ ଅନେକ ସଂସ୍କାର ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା