Masthead

‘ଗଣତି ମଣତି ଏସଓପି ସରିଛି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀରେ ପହଞ୍ଚିଲେ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ରଥ । ସାଙ୍ଗରେ ଅଛନ୍ତି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଆଦର୍ଶ ଗୋଏଲ । ପୁରୀରେ ପହଞ୍ଚିବା ପରେ ଜଷ୍ଟିସ ରଥଙ୍କ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଅଳଙ୍କାର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇଛି ।

ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ଗଣତି, ମଣତି ହେବ । ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି । ମରାମତିରେ ବ୍ରେକର ଲାଗି ପାରିବନି, ଏହା ଏକ ଗୁରୁତ୍ବପୂର୍ଣ୍ଣ ଅଂଶ । ଏସଓପି କନଫିଡେନ୍ସିଆଲ, ପ୍ରକାଶ କରାଯାଇ ପାରିବ ନାହିଁ । ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କହିଛନ୍ତି ଜଷ୍ଟିସ ରଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା