Masthead

‘ଗଣତି ମଣତି ଏସଓପି ସରିଛି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁରୀରେ ପହଞ୍ଚିଲେ ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ରଥ । ସାଙ୍ଗରେ ଅଛନ୍ତି ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଆଦର୍ଶ ଗୋଏଲ । ପୁରୀରେ ପହଞ୍ଚିବା ପରେ ଜଷ୍ଟିସ ରଥଙ୍କ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଅଳଙ୍କାର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇଛି ।

ଏଏସଆଇ ମରାମତି କରି ସାର୍ଟିଫିକେଟ୍‌ ଦେଲେ ଗଣତି, ମଣତି ହେବ । ମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି । ମରାମତିରେ ବ୍ରେକର ଲାଗି ପାରିବନି, ଏହା ଏକ ଗୁରୁତ୍ବପୂର୍ଣ୍ଣ ଅଂଶ । ଏସଓପି କନଫିଡେନ୍ସିଆଲ, ପ୍ରକାଶ କରାଯାଇ ପାରିବ ନାହିଁ । ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କହିଛନ୍ତି ଜଷ୍ଟିସ ରଥ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ