Masthead

ବିଜେପିରେ ମିଶିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଦ୍ମ ଧରିଲେ ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ । ଜ୍ୟୋତିଙ୍କ ସ୍ବାମୀ ସରୋଜ ପାଣିଗ୍ରାହୀ ମଧ୍ୟ ବିଜେପିରେ ମିଶିଲେ । ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ ଜ୍ୟୋତି ଓ ସରୋଜ । ଏହା ସହ ବିଜେଡି ଛାଡି ନୂଆପଡ଼ାର ବହୁ ଯୁବ ନେତା ବିଜେପିରେ ସାମିଲ ହୋଇଛନ୍ତି । ଜିଲ୍ଲା ଯୁବ ବିଜେଡି ସଭାପତି ହରିଶଚନ୍ଦ୍ର ପଣ୍ଡା, ଡୁମେରପାଣି ସରପଞ୍ଚ ଟିକେରାମ ସାହୁ, ସହ ଅନେକ କର୍ମୀ ବିଜେପିରେ ମିଶିଛନ୍ତି । ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ବସନ୍ତ ପଣ୍ଡାଙ୍କ ସହ ଅନେକ ନେତା ଉପସ୍ଥିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ