Masthead

ଜ୍ୟୋତିପ୍ରକାଶଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମିଳିଲା ଭାସିଯାଇଥିବା ଛାତ୍ରଙ୍କ ମୃତ ଦେହ । ଗତକାଲି ନାଳରେ ଭାସିଯାଇ ନିଖୋଜ ଥିଲେ ଛାତ୍ର । ପଞ୍ଚସଖା ନଗର ନାଳରୁ ମିଳିଳା ଛାତ୍ରଙ୍କ ମୃତଦେହ । ଗତକାଲି ଡ୍ରେନ ପାଣିରେ ଭାସିଯାଇଥିଲେ ୧୫ ବର୍ଷ ଛାତ୍ର । ଟ୍ୟୁସନ୍ ଯାଉଥିବା ବେଳେ ଭୁବନେଶ୍ୱର ଏକ ନାଳରେ ଭାସି ଯାଇଥିଲେ ଜଣେ ଦଶମ ଶ୍ରେଣୀର ଛାତ୍ର । ଗତକାଲି ରାଜଧାନୀରେ ଦେଖିବାକୁ ମିଳିଥିଲା ଏହି ଅଭାବନୀୟ ଘଟଣା ।

ସୂଚନା ଅନୁସାରେ, ଟ୍ୟୁସନ ଯାଉଥିବା ବେଳେ ଗୋଡ ଖସି ଡ୍ରେନ ଭିତରକୁ ଚାଲିଯାଇଥିଲେ। ଫଳରେ ଡ୍ରେନପାଣିରେ ଭାସିଯାଇଛନ୍ତି। ସରସ୍ଵତୀ ଶିଶୁ ମନ୍ଦିରରେ ୧୦ମ ଶ୍ରେଣୀରେ ପଢନ୍ତି ଜ୍ୟୋତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା