Masthead

କଂଗ୍ରେସ ଛାଡି ବିଜେଡିରେ ମିଶିଲେ କେ.ସୂର୍ଯ୍ୟ ରାଓ

ପାରଳାଖେମୁଣ୍ଡି(ବଡ଼ ଖବର ବ୍ୟୁରୋ): ବିଜେଡିରେ ମିଶିଲେ କଂଗ୍ରେସର ପୂର୍ବତନ ବିଧାୟକ କେ.ସୂର୍ଯ୍ୟ ରାଓ । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ କେ ସୁରୟା ରାଓ ଆଜି ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି । ତାଙ୍କ ସହ ଅନେକ ପୂର୍ବତନ, ବର୍ତ୍ତମାନର ସରପଞ୍ଚ ଏବଂ ଶତାଧିକ କର୍ମିଙ୍କ ସହ ଆଜି ଭୁବନେଶ୍ୱର ସ୍ଥିତ ଶଙ୍ଖ ଭବନରେ ମିଶିଛନ୍ତି । ୨୦୧୪ରୁ ୨୦୧୯ ଯାଏଁ ପାରଳାଖେମୁଣ୍ଡିରୁ ବିଧାୟକ ଥିଲେ ସୂର୍ଯ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା