Masthead

କରୋନାରୁ ସୁରକ୍ଷା ଦେବ କଡକନାଥ କୁକୁଡ଼ା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଏବେ ଡାକ୍ତରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି । କୋରନାର କୌଣସି ନିର୍ଦ୍ଦିଷ୍ଟ ମେଡିସିନ୍ ବର୍ତ୍ତମାନ ଯାଏ ଆସିନି । ଏବେ କରୋନା ପରବର୍ତ୍ତୀ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାର କାରଣ ପାଲୋଟଛି । ଏଭଳି ସ୍ଥିତିରେ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । କଡକନାଥ କୁକୁଡ଼ା କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ କ୍ଷେତ୍ରରେ ବଢ଼ାଉଛି ରୋଗ ପ୍ରତିରୋଧକ ଶକ୍ତି । ଏଭଳି ଦାବି କରିଛି ମଧ୍ୟପ୍ରଦେଶର ଝାବୁଆ କୃଷି ବିଜ୍ଞାନ କେନ୍ଦ୍ର ।

କୋଭିଡ୍ ପରବର୍ତ୍ତୀ ଚିକିତ୍ସାରେ କଡ଼କନାଥ ଥେରାପୀକୁ ସାମିଲ ପାଇଁ ଓଉଗଜକୁ ଚିଠି ଲେଖିଛି । କଡ଼କନାଥ ରିସର୍ଚ୍ଚ ସେଣ୍ଟର ଦାବି କରିଛି, କଡ଼କନାଥ ଚିକେନ୍‌ର ବ୍ୟବହାର କରୋନା ସମୟରେ କିମ୍ବା ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇପାରେ ।

ଗବେଷକମାନେ ଦାବି କରିଛନ୍ତି, କଡ଼କନାଥ କୁକୁଡ଼ାର ମାଂସ, ଅଣ୍ଡା ଓ ସୁପ୍ ପୋଷ୍ଟ କୋଭିଡ୍ ରୋଗୀଙ୍କ ପାଇଁ ଫଳଫଦ୍ର ପ୍ରମାଣିତ ହୋଇପାରେ । ଏହା କୋଲେଷ୍ଟ୍ରୋଲକୁ କମ୍ କରିଥାଏ । ଏଥିରେ ପ୍ରୋଟିନ୍, ଭିଟାମିନ୍, କାର୍ବୋହାଇଡ୍ରେଟ୍ ଅଧିକ ରହୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ