ଆହୁରି ୩ ଦିନ କାଳବୈଶାଖୀ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆହୁରି ୩ ଦିନ ଲାଗି ରହିବ କାଳବୈଶାଖୀ ବର୍ଷା। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାରେ ଏହାର ଅଧିକ ପ୍ରଭାବ ରହିପାରେ। ଏଥିପାଇଁ ଆଜି ୪ ଜିଲ୍ଲା – ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝରକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ପବନ ଓ ବିଜୁଳି ଘଡ଼ଘଡ଼ି ସହ ସହ ବର୍ଷା ଓ କୁଆପଥର ମାଡ଼ ହୋଇପାରେ। ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ବହିପାରେ ପବନ। ଏଥିସହ ୧୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା। କାଲି ପାଇଁ ୧୭ ଜିଲ୍ଲାକୁ ପାଣିପାଗ ଦେଇଛି ୟେଲୋ ୱାର୍ଣ୍ଣିଂ। ଆସନ୍ତା ୩ ତାରିଖ ଯାଏଁ ରାଜ୍ୟରେ ଏହିଭଳି ଝଡ଼ବର୍ଷା ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!