Masthead

ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏନେଇ ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୮ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ସେହିପରି ଆସନ୍ତା ୨୭, ୨୮ ଓ ୨୯ ତାରିଖରେ ମଧ୍ୟ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ SDO 🔴 ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା 🔴 ଆଜି ଅଶୋକାଷ୍ଟମୀ, ଏକାମ୍ରକ୍ଷେତ୍ରରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଭିଜିଲାନ୍ସ ଜାଲରେ SDO 🔴 ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା 🔴 ଆଜି ଅଶୋକାଷ୍ଟମୀ, ଏକାମ୍ରକ୍ଷେତ୍ରରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ