Masthead

ପୁଣି ଦାଦନ ଯନ୍ତ୍ରଣା

ନର୍ଲା (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍ ଅନ୍ତର୍ଗତ ଜାମ ପଡ଼ା ଗାଁର ବନ୍ ସିଂ ମାଝୀ କିଛି ଦିନ ତଳେ କେରଳକୁ ଦାଦନ ଖଟିବାକୁ ଯାଇଥିଲେ। ସେଠାରେ ସେ ଏକ ଇଟା ଭାଟିରେ କାମ କରିବା ସମୟରେ ଅସୁସ୍ଥ ହେବାରୁମେଡିକାଲ ରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ମେଡିକାଲରେ ହିଁ ତାଙ୍କର ମୃତ୍ୟୁ ଘଟି ଥିଲା । ଖବର ପାଇ ପରିବାର ଲୋକେ ଶବ ଆଣିବା ପାଇଁ ଗତକାଲି କଳାହାଣ୍ଡି ଶ୍ରମ ବିଭାଗ ର ଦ୍ବାରସ୍ଥ ସୋଇଥିଲେ ।

ଇଟା ଭାଟି ମାଲିକ ଓ କଳାହାଣ୍ଡି ପ୍ରଶାସନର ସହଯୋଗରେ ଶବ ଗାଁ କୁ ଫେରିଛି। ରାଜ୍ୟ ରେ ୨୫ ବର୍ଷର ବିଜେଡି ସରକାର୍ ଥିଲା । କିନ୍ତୁ ଲୋକଙ୍କ ରୋଜଗାର ପାଇଁ ଭିତ୍ତି ଭୂମି ପ୍ରସ୍ତୁତ କରିବାରେ ବିଫଳ ଯୋଗୁଁ ଲୋକେ ପେଟ ପାଇଁ ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିବା ନୀତି ଦିନିଆ ଘଟଣା ପରି ମାନେ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ