Masthead

ବନବାସୀଙ୍କ ଘର ପୋଡ଼ିଲେ ଦୁର୍ବୃତ୍ତ

କୋକସରା, (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣି ଥାନା ସର୍ଗିଗୁଡା-ଦାବରିଗୁଡା ସାହାଜଖୋଲ ଜଙ୍ଗଲରେ ଘଟିଛି ଅଭାବନୀୟ ଘଟଣା । ପୋଲକା ଜଙ୍ଗଲରେ ରହୁଥିବା ୫ ବନବାସୀଙ୍କ ଘରକୁ ଦୁର୍ବୃତ୍ତମାନେ ନିଆଁ ଲଗାଇ ପୋଡି ଦେଇଥିବା ଆମପାଣି ଥାନାରେ ଅଭିଯୋଗ ହୋଇଛି । ଦୀର୍ଘ ୫ବର୍ଷ ହେବ ସେମାନେ ସେହି ସ୍ଥାନରେ ରହିଆସୁଥିଲେ । ବିଭିନ୍ନ ଚାଷ କରି ସେମାନେ ପରିବାର ଚଳାଉଥିଲେ । ଦୁଃଖର କଥା ସର୍ବସ୍ୱାନ୍ତ ୫ ପରିବାର ଖୋଲା ଆକାଶତଳେ ପଡିରହିଛନ୍ତି ।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଥାନାରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବା ଥାନା ଅଧିକାରୀ ପୁଷ୍ପାଞ୍ଜଳି ନିଙ୍ଗୀ ସୂଚନା ଦେଇଛନ୍ତି । ଅନ୍ୟପଟେ ବନବିଭାଗର ନିର୍ଦ୍ଦେଶରେ ଜଙ୍ଗଲ ସୁରକ୍ଷା କମିଟି ଘର ପୋଡିଥିବା ଲୋକେ ସନ୍ଦେହ କରୁଥିବା ବେଳେ, ଜଙ୍ଗଲ ସୁରକ୍ଷା କମିଟିର ସଭାପତି ସିଧାସଳଖ ଖଣ୍ଡନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ