Masthead

ଭିଜିଲାନ୍ସ ଜାଲରେ ପିଇଓ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲା ପିଇଓ । ଥୁଆମୂଳ ରାମପୁର ବ୍ଲକ କାଣିଗୁମା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ୟାସୀ ନାଏକ ଜଣେ ଗ୍ରାମସାଥୀଙ୍କ ଠାରୁ ଡିଜିଟାଲ ଦସ୍ତଖତ କରିବା ପାଇଁ ୧୦,୦୦୦ ଟଙ୍କା ନେଉଥିବା ସମୟରେ ମାଡିବସିଲା ଭିଜିଲାନ୍ସ । ତାଙ୍କ ଅଫିସ ଏବଂ ଭବାନୀପାଟଣା ଜଳେଶ୍ୱର ମନ୍ଦିର ପାଖରେ ଥିବା ବାସଗୃହରେ ଭିଜିଲାନ୍ସ ବିଭାଗର ୮ଜଣିଆ ଟିମ ମିଳିତ ଭାବରେ ଚଢ଼ାଉ ଚାଲିଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ