ଦାଦନ ଦୁଃଖ

ଗୋଲାମୁଣ୍ଡା(ବଡ଼ ଖବର ବ୍ୟୁରୋ): ହାଇଦ୍ରାବାଦରୁ ନିଜ ଗ୍ରାମକୁ ଫେରୁଥିବା ବେଳେ ଜଣେ ଦାଦନ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଧର୍ମଗଡ଼ ଥାନା ଥନଟ ଗ୍ରାମର ବବ୍ଲୁ ଦୁର୍ଗା । ସେ ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଥିଲେ । ବୁଧବାର ବସ ଯୋଗେ ସେ ନିଜ ଗ୍ରାମକୁ ଫେରୁଥିଲେ । ଫେରୁଥିବା ବେଳେ ବସ ଭିତରେ ହିଁ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ସେ ଗତ କିଛିଦିନ ହେଲା ଅସୁସ୍ଥ ଥିଲେ ବୋଲି ତାଙ୍କ ପରିବାର ଲୋକେ କହିଛନ୍ତି । ଧର୍ମଗଡ଼ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’