Masthead

ଓଲଟିଲା ଯାତ୍ରୀବାହୀ ବସ୍‌; ୧୦ରୁ ଊର୍ଦ୍ଧ୍ବ ଗୁରୁତର

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): କାମାକ୍ଷାନଗରରେ ଓଲଟିଲା ଯାତ୍ରୀବାହୀ ବସ୍‌; ୧୦ରୁ ଊର୍ଦ୍ଧ୍ବ ଗୁରୁତର । ତୁମୁସିଂହା ଥାନା କନ୍ତିଓକାଟେଣିଠାରେ ଓଲଟି ପଡ଼ିଲା ବସ୍ । ରେଙ୍ଗାଲିର ଶାଖା କେନାଲରେ ବସ୍‌ ଓଲଟିପଡ଼ିଥିବା ସୂଚନା । ପରଜଙ୍ଗ ଅଞ୍ଚଳରୁ ଭୁବନେଶ୍ବର ଯାଉଥିବା ବେଳେ ଦୁର୍ଘଟଣା ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ଯାଉଥିଲା ଘରୋଇ ବସ୍ । କାମାକ୍ଷାନଗର ଅଗ୍ନିଶମ ବାହିନୀ ଦ୍ବାରା ଉଦ୍ଧାର କାର୍ୟ୍ୟ ଜାରି । ଗୁରୁତରଙ୍କୁ ଅଁଳାବେରେଣୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ।

କେନାଲକୁ ଓଲଟିଲା ଯାତ୍ରୀବାହୀ ବସ୍ । ସୂଚନା ଥାଉକି, ଢେଙ୍କାନାଳ ପରଜଙ୍ଗରୁ ଭୁବନେଶ୍ୱର ଯାଉଥିଲା ଜଗନ୍ନାଥ ନାମକ ଯାତ୍ରୀବାହୀ ବସ୍ । ତେବେ ମଝିରାସ୍ତାରେ ଭାରସାମ୍ୟ ହରାଇ କେନାଲ ଭିତରକୁ ଓଲଟି ପଡିଥିଲା ବସ୍‌ଟି । ଫଳରେ ଘଟଣାସ୍ଥଳରେ କିଛି ଯାତ୍ରୀ ଆହତ ହୋଇଥିଲେ । ସେମାନଙ୍କୁ ସଂଗେ ସଂଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତ ଯାତ୍ରୀମାନେ ପରଜଙ୍ଗ ଓ ଭୁବନଶ୍ୱର ଅଂଚଳର । ବସ୍‌ରେ ପାଖାପାଖି ଯାତ୍ରା କରୁଥିଲେ ୪୦ରୁ ଅଧିକ ଯାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ