Masthead

ଫାଟିଗଲା ପ୍ରେସରକୁକର

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗାଁରେ ରୋଷେଇ କଲା ବେଳେ ପ୍ରେସରକୁକର ଫାଟି ମହିଳା ଗୁରୁତର । ଗୁରୁତର ମହିଳା ହେଉଛନ୍ତି ରାକେଶ ସାହୁଙ୍କ ସ୍ତ୍ରୀ ବବିତା ସାହୁ । ବବିତା ସନ୍ଧ୍ୟାରେ ନିଜ ଘରେ ପ୍ରେସରକୁକରରେ ରୋଷେଇ କରୁଥିବା ବେଳେ ଘଟିଥିଲା ଅଘଟଣ । ଗୁରୁତର ସବିତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ