Masthead

ଫାଟିଗଲା ପ୍ରେସରକୁକର

କାମାକ୍ଷାନଗର(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ମକୁଆକାଟେଣୀ ଗାଁରେ ରୋଷେଇ କଲା ବେଳେ ପ୍ରେସରକୁକର ଫାଟି ମହିଳା ଗୁରୁତର । ଗୁରୁତର ମହିଳା ହେଉଛନ୍ତି ରାକେଶ ସାହୁଙ୍କ ସ୍ତ୍ରୀ ବବିତା ସାହୁ । ବବିତା ସନ୍ଧ୍ୟାରେ ନିଜ ଘରେ ପ୍ରେସରକୁକରରେ ରୋଷେଇ କରୁଥିବା ବେଳେ ଘଟିଥିଲା ଅଘଟଣ । ଗୁରୁତର ସବିତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା