Masthead

ଯୁବକଙ୍କ ସନ୍ଦେହଜନକ ମୃତ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ଭୁବନ ଥାନା ମାର୍ଥାପୁର ଦେହୁରୀ ସାହିରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଚର୍ଚ୍ଚାର ବିଷୟ ହୋଇଛି । ଅକ୍ଷୟ ଦେହୁରୀ (୩୫)ଙ୍କ ମୃତ୍ୟୁର କାରଣ ବିଷାକ୍ତ ମଦ ବୋଲି କୁହାଯାଉଛି । କାମାକ୍ଷାନଗର ପୋଲିସ ଶବ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି ପୋଲିସ । କିଛିବର୍ଷ ହେବ ମର୍ଥାପୁର ପଞ୍ଚାୟତ ରେ ବିଷାକ୍ତ ଦେଶୀ ମଦ କାରବାର ଭଲ ଭାବରେ ଚାଲୁଛି । ଏହି ପଂଚାୟତର କେଳା ସାହିରେ ବେଆଇନ ଭାବେ ବିକ୍ରି ହେଉଥିବା ମଦପିଇ ପୂର୍ବରୁ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି । ପ୍ରତିଦିନ ମର୍ଥାପୁର ପଞ୍ଚାୟତରେ ଶହ ଶହ ଲିଟର ଦେଶୀ ମଦ ବହୁଳ ଭାବରେ ବିକ୍ରି ହେଉଛି । କିନ୍ତୁ ଅବକାରୀ ବିଭାଗ ପକ୍ଷରୁ କୌଣସି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ