Masthead

ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ ରାସ୍ତା

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):ଢେଙ୍କାନାଳ ଜିଲ୍ଲାରେ ଲଗାଣ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଧୋଇ ହୋଇଯାଇଛି ଅସ୍ଥାୟୀ ରାସ୍ତା । ପଣ୍ଡୁଆ-ଆଲୁଅଝରଣରୁ ପରଜଙ୍ଗ ଭାଲୁମୁଣ୍ଡାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ସାଆନ୍ଦା ନାଳରେ ନୂତନ କରି ନିର୍ମାଣ ହେଉଥିବା ସେତୁ ପାଖରେ ପୂର୍ତ୍ତ ବିଭାଗ ଦ୍ୱାରା ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଥିଲା ।

ଗତକାଲି ଠାରୁ ଲଗାଣବର୍ଷା ଫଳରେ ସେହି ନାଳରେ ବର୍ଷାପାଣି ଆସି ଅସ୍ଥାୟୀ ରାସ୍ତାଟିକୁ ଧୋଇଦେଇଛି । ଫଳରେ ପଣ୍ଡୁଆ-ଆଲୁଅଝରଣ -ଭାଲୁମୁଣ୍ଡା ପୂର୍ତ୍ତ ବିଭାଗ ରାସ୍ତାରେ ଯାତାୟତ ବନ୍ଦ ରହିଛି । ଯାହା ଫଳରେ ଶିକ୍ଷା ଆଉ ସ୍ୱାସ୍ଥ୍ୟ ସେବାରେ ବ୍ୟାଘାତ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ସାରା ରାଜ୍ୟରେ ପାଳନ ହେଉଛି ଇଦ୍ 🔴 ପ୍ରିୟଦର୍ଶିନୀ ମାର୍କେଟରେ ଅଗ୍ନିକାଣ୍ଡ