Masthead

ଲଗାଣ ବର୍ଷାରେ ଧୋଇଗଲା ଅସ୍ଥାୟୀ ରାସ୍ତା

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):ଢେଙ୍କାନାଳ ଜିଲ୍ଲାରେ ଲଗାଣ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ଧୋଇ ହୋଇଯାଇଛି ଅସ୍ଥାୟୀ ରାସ୍ତା । ପଣ୍ଡୁଆ-ଆଲୁଅଝରଣରୁ ପରଜଙ୍ଗ ଭାଲୁମୁଣ୍ଡାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତା ସାଆନ୍ଦା ନାଳରେ ନୂତନ କରି ନିର୍ମାଣ ହେଉଥିବା ସେତୁ ପାଖରେ ପୂର୍ତ୍ତ ବିଭାଗ ଦ୍ୱାରା ଏକ ଅସ୍ଥାୟୀ ରାସ୍ତା ନିର୍ମାଣ କରାଯାଇଥିଲା ।

ଗତକାଲି ଠାରୁ ଲଗାଣବର୍ଷା ଫଳରେ ସେହି ନାଳରେ ବର୍ଷାପାଣି ଆସି ଅସ୍ଥାୟୀ ରାସ୍ତାଟିକୁ ଧୋଇଦେଇଛି । ଫଳରେ ପଣ୍ଡୁଆ-ଆଲୁଅଝରଣ -ଭାଲୁମୁଣ୍ଡା ପୂର୍ତ୍ତ ବିଭାଗ ରାସ୍ତାରେ ଯାତାୟତ ବନ୍ଦ ରହିଛି । ଯାହା ଫଳରେ ଶିକ୍ଷା ଆଉ ସ୍ୱାସ୍ଥ୍ୟ ସେବାରେ ବ୍ୟାଘାତ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’