Masthead

କମିଲା ବସ ଭଡ଼ା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଡିଜେଲ ଦର ହ୍ରାସ ପରେ ବସ ଭଡ଼ା କିମଲା । ସାଧାରଣ ବସ ଭଡ଼ା ୫ ପଇସା କିମଲା । ଅର୍ଥାତ ଅଡିନାରୀ ବସ କିମି ୯୨ ପଇସାରୁ ହ୍ରାସ ପାଇ ୮୭ ପଇସା ହୋଇଛି । ଏକ୍ସପ୍ରେସ ୯୬ ରୁ କମି ୯୧, ଡିଲକ୍ସ ୧.୩୫ରୁ କମି ୧.୨୫ ହୋଇଛି । ଏସି ଡିଲକ୍ସ ୧.୬୩ରୁ ୧.୫୩ ଓ ସୁପର ପ୍ରିମିୟମ ୨.୫୩ରୁ ୨.୩୮ ହୋଇଛି । ତେଲ ଦର କମିବାର କମିଲା ବସ ଭଡା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା