କାର ଅଟୋ ମୁହା-ମୁହିଁ ଅଟୋ, ଚାଳକ ଜୀବନ୍ତ ଦଗ୍ଧ

କନ୍ଧମାଳ (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ଫୁଲବାଣୀ ଭେଟଖୋଲ ଘାଟି ଦାତପାଯୁ ଠାରେ କାର ଓ ଅଟୋ ମୁହାମୁହିଁ । ଘଟଣାସ୍ଥଳରେ କାର ଓ ଅଟୋ ଉଭୟ ଜଳି ଛାର ଖାର ହୋଇଯାଇଛି । କାରଟି ବୌଦ୍ଧ ପଟୁ ଆସୁଥିବା ବେଳେ ଅଟୋଟି ଫୁଲବାଣୀ ପଟୁ ଯାଉଥିବା ସୂଚନା ମିଳିଛି । ଅଟୋ ଚାଳକ ସମ୍ପୂର୍ଣ୍ଣ ଦଗ୍ଧ ହୋଇଯାଇଥିବା ଦେଖିବାକୁ ମିଳିଛି ।

କାର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି ଅଟୋରେ ବସିଥିବା ଅନ୍ୟ ଦୁଇଜଣ ମଧ୍ୟ ଜଳି ଯାଇଥିବା ବେଳେ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ ଡାକି ଫୁଲବାଣୀ ମୁଖ୍ୟ ମେଡିକାଲକୁ ପଠାଇଥିବା ବେଳେ ଦୁହିଁଙ୍କ ଅବସ୍ଥା ଗୁରୁତ୍ୱପୂର୍ଣ୍ଣ ଥିବା ସ୍ଥାନୀୟ ଲୋକେ କହିଛନ୍ତି । ଘଟଣା ସ୍ଥଳରେ ଫୁଲବାଣୀ ସଦର ପୋଲିସ ଏବଂ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ କୁ ଆୟତ କରିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!