Masthead

ସର୍ବଭାରତୀୟ ସୁନ୍ଦରୀ ପ୍ରତିଯୋଗିତାରେ କନ୍ଧମାଳ ଝିଅ ମେଲିସା

ରାଇକିଆ (ବଡ଼ ଖବର ବ୍ୟୁରୋ): ପୁଣିଥରେ ଜାତୀୟ ସ୍ତରରେ ଚମକିବେ ଓଡ଼ିଆ ଝିଅ । ସର୍ବଭାରତୀୟ ସୁନ୍ଦରୀ ପ୍ରତିଯୋଗିତାରେ ସ୍ଥାନ ପାଇଛନ୍ତି କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଗୁନ୍ଧାଣୀ ଗ୍ରାମର ମେଲିସା ନାୟକ । ବ୍ରହ୍ମପୁର ଖଲ୍ଲିକୋଟ କଲେଜରେ ବିଏସସି ତୃତୀୟ ବର୍ଷର ଛାତ୍ରୀ । ଗତ ଅକ୍ଟୋବରରେ ଅନଲାଇନରେ ମିସ୍ ଟିନ୍ ଡିଭା-୨୦୨୦ରେ ପରୀକ୍ଷା ଦେଇଥିଲେ ମେଲିସା । ଆଜି ଏହାର ଫଳାଫଳ ଆସିଛି । ତିନି ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ଜଣଙ୍କୁ ଚୟନ କରାଯାଇଛି । ସେମାନଙ୍କ ମଧ୍ୟରେ ଓଡ଼ିଶାର ୨ଜଣ ଅଛନ୍ତି । ଜଣେ ଭୁବନେଶ୍ୱରର ହୋଇଥିବାବେଳେ ଅନ୍ୟଜଣେ ମେଲିସା । ଆଜି ମେଲିସାଙ୍କୁ ଇ-ମେଲ ଆସିଥିଲା ।

ତେବେ ଏତେ ବଡ଼ ପ୍ରତିଯୋଗିତା ଲାଗି ମନୋନୀତ ହୋଇଥିବା ମେଲିସାଙ୍କ ଲାଗି ଅର୍ଥ ସାଜିଛି ବାଧକ । ଜିଲ୍ଲା ପ୍ରଶାସନ କିମ୍ବା ସରକାରୀ ସହାୟତା ମିଳିଲେ ମନୋବଳ ବଢ଼ିବା ସହିତ ଆଗକୁ ବଢ଼ିବାକୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି ମେଲିସା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା