Masthead

ଚର୍ଚ୍ଚାରେ କଙ୍ଗନା ରାଣାୱତ ଏବଂ ରାଘବ ଲରେନ୍ସଙ୍କ ଫିଲ୍ମ ‘ଚନ୍ଦ୍ରମୁଖୀ ୨’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାଉଥ ଷ୍ଟାର ରାଘବ ଲରେନ୍ସ ନିଜର ଆଗାମୀ ଫିଲ୍ମ ‘ଚନ୍ଦ୍ରମୁଖୀ ୨’ ପାଇଁ ଚର୍ଚ୍ଚାରେ ଅଛନ୍ତି । ପ୍ରଶଂସକମାନେ ଏହି ଫିଲ୍ମ କୁ ଉତ୍ସାହର ସହ ଅପେକ୍ଷା କରିଛନ୍ତି । ପ୍ରଶଂସକଙ୍କ ଉତ୍ସାହକୁ ଦେଖି ଫିଲ୍ମର ନିର୍ମାତାମାନେ ଫିଲ୍ମ ‘ଚନ୍ଦ୍ରମୁଖୀ ୨’ର ପ୍ରଥମ ଲୁକ ରିଲିଜ କରିଦେଇଛନ୍ତି । ଏହା ସହିତ ଫିଲ୍ମର ରିଲିଜ ତାରିଖ ମଧ୍ୟ ପ୍ରକାଶ ପାଇଛି ।

କଙ୍ଗନା ରାଣାୱତ ଏବଂ ରାଘବ ଲରେନ୍ସଙ୍କ ଅଭିନୀତ ଏହି ଚଳଚ୍ଚିତ୍ରଟି ଗଣେଶ ଚତୁର୍ଥି ଅବସରରେ ବକ୍ସ ଅଫିସରେ ମୁକ୍ତିଲାଭ କରିବ । ଏହାର ଘୋଷଣା ପରଠାରୁ ସିନେମା ପ୍ରେମୀମାନେ ଏହି ଚଳଚ୍ଚିତ୍ର ପାଇଁ ବହୁତ ଉତ୍ସାହିତ ଅଛନ୍ତି । ପି ଭାସୁଙ୍କ ନିଦେ୍ର୍ଦଶିତ ଏହି ଚଳଚ୍ଚିତ୍ରରେ ରାଘବ ଲରେନ୍ସ ମୁଖ୍ୟ ଭୂମିକାରେ ନଜର ଆସିବେ । ଏହି ଚଳଚ୍ଚିତ୍ରଟି ୨୦୦୫ରେ ରିଲିଜ ହୋଇଥିବା ସୁପରଷ୍ଟାର ରଜନୀକାନ୍ତଙ୍କ ଫିଲ୍ମ ‘ଚନ୍ଦ୍ରମୁଖୀ’ର ପାର୍ଟ ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ