Masthead

ପୁଣି ଚର୍ଚ୍ଚାରେ କଙ୍ଗନା, ମୋଦିଙ୍କୁ ନେଇ କରିଛନ୍ତି ଭବିଷ୍ୟବାଣୀ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ପୁଣି ଥରେ ଚର୍ଚ୍ଚାରେ ବଲିଉଡ କୁଇନ କଙ୍ଗନା । ୨୦୨୪ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରିଛନ୍ତି ଭବିଷ୍ୟବାଣୀ । ଯାହାକୁ ନେଇ ଟ୍ୱିଟ ମାଧ୍ୟମରେ ସେ ପ୍ରକାଶ କରିଛନ୍ତି । ଏଥିସହ ଏକ ରିପୋର୍ଟ ମଧ୍ୟ ସେଆର କରିଛନ୍ତି। କଙ୍ଗନା ଏଥିରେ ଲେଖିଛନ୍ତି, ‘୨୦୨୪ରେ ପୁଣି ଥରେ ନରେନ୍ଦ୍ର ମୋଦି ଭାରତର ପ୍ରଧାନମନ୍ତ୍ରୀ ହେବେ।’ ତାଙ୍କର ଏହି ଟ୍ୱଟକୁ ନେଇ କିଛି ଲୋକେ ପସନ୍ଦ କରିଥିବା ବେଳେ ଆଉ କିଛି ପ୍ରତିକ୍ରିୟା ମଧ୍ୟ ପ୍ରକାଶ କରିଛନ୍ତି।

ଜଣେ ପ୍ରତିକ୍ରିୟାରେ ଲେଖିଛନ୍ତି, “କଙ୍ଗନା ମୁଁ ତୁମର ଜଣେ ବଡ ଫ୍ୟାନ। କିନ୍ତୁ ବିଜେପିରେ ଗୋଟିଏ ନିୟମ ରହିଛି, ଯାହାକୁ ମୋଦି ଜୀ ସ୍ଥିର କରିଛନ୍ତି । ଏହି ନିୟମ ଅନୁଯାୟୀ ୭୫ ବର୍ଷ ବୟସ ପରେ କୌଣସି ରାଜନେତା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ୨୦୨୪ରେ ମୋଦିଙ୍କୁ ୭୫ରୁ ଅଧିକ ବୟସ ହୋଇଥିବ, ତେବେ ଏତେ ବୟସ ପରେ ବି ଯଦି ସେ ପ୍ରଧାନମନ୍ତ୍ରୀ ହୁଅନ୍ତି ତେବେ ଏହା ତାଙ୍କର ଦେଖାଇ ହେବା ତଥା କପଟି ଆଚରଣ ପ୍ରଦର୍ଶନ ହେବ ବୋଲି ସେ କହିଛନ୍ତି।”

ଏହାର ପ୍ରତିଉତ୍ତରରେ କଙ୍ଗନା ଲେଖିଛନ୍ତି, ‘ମୋଦିଙ୍କୁ ଆମେ ନୁହେଁ, ଆମ ସମସ୍ତଙ୍କୁ ତାଙ୍କର ଆବଶ୍ୟକତା ରହିଛି। ଅଖଣ୍ଡ ଭାରତକୁ ତାଙ୍କର ଆବଶ୍ୟକତା ରହିଛି। ତେଣୁ ସେ ପୁଣି ଥରେ ପ୍ରଧାନମନ୍ତ୍ରୀ ହେଲେ ଅସୁବିଧା କ’ଣ ବୋଲି କଙ୍ଗନା ପ୍ରଶ୍ନ କରିଛନ୍ତି।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ