ମନ୍ଦିର ତୋଳିବେ କଙ୍ଗନା

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): କଙ୍ଗନା ରାନାୱତ ବଲିଉଡର ଟପ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ । ସେ ଯାହାବି କରନ୍ତି ହେଡଲାଇନ୍ ହୋଇଯାଏ ।  କଙ୍ଗନା ଟ୍ୱିଟ୍ କରି କହିଛନ୍ତି ଯେ ସେ ଏକ ବିଶାଳ ମନ୍ଦିର ନିର୍ମାଣ କରିବାକୁ ଚାହୁଁଛନ୍ତି। କଙ୍ଗନା ଏକ ଟୁଇଟ୍‌ରେ ଲେଖିଛନ୍ତି- ‘ମା ଦୁର୍ଗା ମୋତେ ଏକ ମହାନ ମନ୍ଦିର ନିର୍ମାଣ କରିବାକୁ ବାଛିଛନ୍ତି ।

ଯାହା ଆମ ପୂର୍ବପୁରୁଷମାନେ ଆମ ପାଇଁ ନିର୍ମାଣ କରିଥିଲେ। ଚଳଚ୍ଚିତ୍ର ବ୍ୟତୀତ ସାମାଜିକ-ରାଜନୌତିକ ପ୍ରସଙ୍ଗରେ ଖୋଲାଖୋଲି ଭାବେ ନିଜର ମତାମତ ଦେଇ କଙ୍ଗନା ମଧ୍ୟ ଆଲୋଚନାରେ ଶିକାର ହୋଇଛନ୍ତି । ଅନେକ ଥର ମଧ୍ୟ ଟ୍ୱିଟ୍ ହେତୁ ତାଙ୍କୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି । ସେ ଏହି ସମାଲୋଚନାକୁ କେବେ ଡ଼ରିନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ