Masthead

ଶୁଭ ମୁହୂର୍ତ୍ତରେ ନାମାଙ୍କନ ଦାଖଲ କରିବେ କଙ୍ଗନା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ୭ ପର୍ଯ୍ୟାୟ ବିଶିଷ୍ଟ ଲୋକସଭା ନିର୍ବାଚନର ମତଦାନ ପ୍ରକ୍ରିୟା ଜାରି ରହିଛି । ହିମାଚଳ ପ୍ରଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ଚାଲିଛି। ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବାକୁ ମଙ୍ଗଳବାର ଶେଷ ଦିନ ରଖାଯାଇଛି। ମଣ୍ଡି ସଂସଦୀୟ ନର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ କଙ୍ଗନା ରାନାୱତ ମଙ୍ଗଳବାର ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ।

ସକାଳ ୧୧ ଟାରେ ପଡ୍ଡଲ ମଇଦାନରୁ ସେରି ମଞ୍ଚ ପର୍ୟ୍ୟନ୍ତ ଏକ ରୋଡ ଶୋ କରି କଙ୍ଗନା ୧୧ଟା ୪୫ରେ ଡେପୁଟି କମିଶନରଙ୍କ କାର୍ଯ୍ୟାଳୟରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ସେ ୧୨ଟା ୦୧ରେ ନାମାଙ୍କନ ଦାଖଲ କରିବେ। ତାଙ୍କ ନାମାଙ୍କନପତ୍ର ଦାଖଲ କରିବା ପରେ କଙ୍ଗନା ସେରି ମଞ୍ଚରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ