Masthead

ବିପଦ ସଙ୍କେତ ଉପରେ କାଂଶବାଂଶ ନଦୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବିପଦ ସଙ୍କେତ ଉପରେ କାଂଶବାଂଶ ନଦୀ । ଚିନ୍ତାରେ ତଳିଆ ଅଞ୍ଚଳବାସୀ । ବାଲେଶ୍ବର ଜିଲ୍ଲା ସୋର ସାଜନପୁର ଠାରେ ଥିବା କାଂଶବାଂଶ ନଦୀରେ ବଢୁଛି ବନ୍ୟା ପାଣି । ନଦୀର ବିପଦ ସଂକେତ ୬.୮୪ ଥିବାବେଳେ ବର୍ତମାନ ଏହା ୭.୫୦ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି ।

ବର୍ତ୍ତମାନ ସୋରରେ ଝିପିଝିପି ବର୍ଷା ଲାଗିରହିଛି । ଯଦି ଏମିତି ବର୍ଷା ଲାଗି ରହେ ତାହେଲେ ତଳିଆ ଅଂଚଳ ଯଥା ତଳନଗର, ସୁନାରି, ଆଙ୍କ ସବିରା, ପାଖର, ଅନନ୍ତପୁର, ଏହି ସବୁ ଗ୍ରାମରେ ବନ୍ୟାଜଳ ଘର ଭିତରକୁ ପ୍ରବେଶ କରିବ ବୋଲି ଆଶଙ୍କା କରାଯାଉଛି । ତେବେ ଏପରି ତୁହାକୁ ତୁହାକୁ ବର୍ଷାକୁ ନେଇ ଚିନ୍ତାରେ ତଳିଆ ଅଞ୍ଚଳବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ