Masthead

ରାହୁଲଙ୍କ ସହ କଥା ହେଲେ କହ୍ନେୟା

ନୂଆଦିଲ୍ଲୀ ( ବଡ଼ ଖବର ବ୍ୟୁରୋ): ଜେଏନୟୁର  ପୂର୍ବତନ ସଭାପତି କହ୍ନେୟା କୁମାର ଆଜି କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି । ଏହା ପରେ କହ୍ନେୟା କୁମାର କଂଗ୍ରେସରେ ଯୋଗ ଦେବା ନେଇ ଚର୍ଚ୍ଚା ଜୋର ଧରିଛି । ହେଲେ ଏ ସମ୍ପର୍କରେ କହ୍ନେୟା କିମ୍ବା କଂଗ୍ରେସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ । ଏପଟେ କଂଗ୍ରେସର ମୁଖପାତ୍ର ରଣଦୀପ ସୂର୍ଯ୍ୟେୱାଲା କହିଛନ୍ତି, ଅନେକ ଲୋକ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି ଓ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି । ତେଣୁ କହ୍ନେୟାଙ୍କ ଭେଟଘାଟ ସମ୍ପର୍କରେ ମୁଁ କୌଣସି ମନ୍ତବ୍ୟ ଦେବାକୁ ଚାହୁଁନାହିଁ ।

ସୂଚନା ଅନୁସାରେ, କଂଗ୍ରେସ ନିକଟରେ ନୂଆ ବିହାର ମୁଖ୍ୟଙ୍କ ନାଁ ଘୋଷଣା କରିବେ । ତେବେ କହ୍ନେୟା କଂଗ୍ରେସରେ ଯୋଗ ଦେଇପାରନ୍ତି । ବର୍ତ୍ତମାନ କହ୍ନେୟା ସିପିଆଇର ସଦସ୍ୟ ରହିଛନ୍ତି । ୨୦୧୯ ଲୋକଲଭା ନିର୍ବାଚନ ବେଳେ ସିପିଆଇ ତାଙ୍କୁ ବେଗୁସରାଇରୁ ପ୍ରାର୍ଥୀ କରିଥିଲା । ତେବେ ବିଜେପି ଠାରୁ ତାଙ୍କୁ ପରାସ୍ତ ହେବାକୁ ପଡିଥିଲା । ଏବେ ସେ କଂଗ୍ରେସରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା