Masthead

ଛତିଶଗଡ଼ କାଙ୍କେର କୋଇଲିବେଡା ଜଙ୍ଗଲରେ ଏନ୍‌କାଉଣ୍ଟର, ୩ ମାଓବାଦୀ ନିପାତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ଏନକାଉଣ୍ଟରରେ ଟଳିଲେ ୩ ମାଓବାଦୀ । ଛତିଶଗଡ଼ କାଙ୍କେର କୋଇଲିବେଡା ଜଙ୍ଗଲରେ ଏନ୍‌କାଉଣ୍ଟର । ସର୍ଚ୍ଚ ଅପରରେସନ ବେଳେ ପୋଲିସ-ମାଓବାଦୀ ଗୁଳି ବିନିମୟ ହୋଇଛନ୍ତି । ଏନକାଉଣ୍ଟରରେ ୩ ମାଓବାଦୀ ନିପାତ ହୋଇଥିବାବେଳେ ଜଣେ ଯବାନଙ୍କ ଆହତ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ