Masthead

ନିଖିଳ ଭାରତ ସମବାୟ ସପ୍ତାହ

କଣ୍ଟାମାଳ(ବଡ଼ ଖବର ବ୍ୟୁରୋ): ବୌଦ୍ଧ ଜିଲ୍ଲା ସମବାୟ ସଂଘ ତରଫରୁ ୬୭ତମ ନିଖିଳ ଭାରତ ସମବାୟ ସପ୍ତାହ ଗିରାସିଙ୍ଗାସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ବନ ପ୍ରକଳ୍ପରେ ଅନୁଷ୍ଠିତ ହୋଇଯାଇଛି । ସତ୍ୟଜିତ କୁମାର ପଣ୍ଡାଙ୍କ ଆବାହକତ୍ୱରେ ଓ ସଭାପତି ବିଭୁପ୍ରସାଦ କ୍ଷେତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବୌଦ୍ଧ ସମବାୟ ସମିତି ସମୂହର ସହକାରୀ ନିବନ୍ଧକ ଭୀମସେନ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସମବାୟ ସପ୍ତାହ ପାଳନର ଉପାଦେୟତା ଉପରେ ଆଲୋକପାତ କରିଥିଲେ । ସମବାୟ ଅନୁଷ୍ଠାନଗୁଡିକ ସୁଦୃଢ ହେଲେ ଚାଷୀ, ଶ୍ରମିକ ଓ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ବିକାଶ ହୋଇପାରିବ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ବୌଦ୍ଧଜିଲ୍ଲାର ବିଭିନ୍ନ ସମବାୟ ସମିତିର ପୂର୍ବତନ ସଭାପତି, ସମ୍ପାଦକ ଓ କର୍ମକର୍ତ୍ତାମାନେ ଯୋଗଦେଇଥିଲେ । ଶେଷରେ ପୟୋଧର ମହାକୁଳ ଧନ୍ୟବାଦ ଅର୍ପଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା