Masthead

ମା’ମଙ୍ଗଳାଙ୍କ ପୀଠରେ କଣ୍ଟାଫୋଡା ଯାତ୍ରା

ଘସିପୁରା (ବଡ଼ ଖବର ବ୍ୟୁରୋ):କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ କେଶଦୁରାପାଳ ଗାଁର ଗ୍ରାମଦେବତୀ ମା’ମଙ୍ଗଳାଙ୍କ ପୀଠରେ କଣ୍ଟାଫୋଡା ଯାତ୍ରା ବେଶ ପ୍ରସିଦ୍ଧ । ସଂକ୍ରାନ୍ତି ପୂର୍ବଦିନ ଗ୍ରାମଦେବତୀଙ୍କ ନିକଟରେ ବିଞ୍ଚୁଣି ଓଷା ପାଳିତ ହୋଇଛି । ସଂକ୍ରାନ୍ତିରେ ଶ୍ରଦ୍ଧାଳୁ ମାନେ ଉପବାସ ବ୍ରତ ରଖି ନିଜ ପରିବାରର ତଥା ଅଞ୍ଚଳର ମଙ୍ଗଳ କାମନା କରି ଏହି ଓଷା ପାଳନ କରିଛନ୍ତି । ସେହିଭଳି ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନରେନ୍ଦ୍ରପୁର ପଞ୍ଚାୟତ ଅଧିନ ଛତ୍ରପଦା ଗାଁରେ ମା ପାଟଣମଙ୍ଗଳା ଏକ ଅନ୍ୟନ ଶକ୍ତିପୀଠ। ଏଠାରେ ପଣା ସଂକ୍ରାନ୍ତି ୫ଦିନଧରି ବହୁ ଆଡମ୍ବରରେ ପାଳନ ହୋଇଛି ।

ସଂକ୍ରାନ୍ତି ପୂର୍ବ ଦିନରୁ ବହୁ ଦୁରଦୁରାନ୍ତରୁ ମାଙ୍କ ମାନସିକ ଧାରି ପାଟୁଆ ଭକ୍ତମାନେ ପାଟୁଆ ହୋଇ ନାଚିଛନ୍ତି । ମନ୍ଦିରରୁ ମାଳ ଓ ବେତ ନେଇ ପରଦିନ ରାତିରେ ଉଜାଗର ରହି ମା ଙ୍କ ବେଢ଼ାରେ ଜାଗର ଦିପ ଜାଳିଥିଲେ । ସଂକ୍ରାନ୍ତି ଦିନ ମା ଙ୍କ ୭ଏକର ପରିମିତ ପୋଖରୀରେ ୧୦ହଜାରରୁ ଉଦ୍ଧ୍ୱର୍ ପାଟୁଆ ଭକ୍ତ ମାନେ ପୋଖରୀରେ ସାତଥର ବୁଡ ପକାଇଛନ୍ତି । ଏହି ପର୍ବକୁ ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ