Masthead

ପୁଣି ଥାନାରେ କପିଲ!

ନକଲି ପଞ୍ଜୀକରଣ ମାମଲାରେ ଥାନାରେ ହାଜର ହେଲେ କପିଲ

 ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କମେଡି କିଙ୍ଗ୍ କପିଲ ଶର୍ମା ପୁଣି ଥାନା ଚକରରେ ଫସିଛନ୍ତି । ନକଲି କାର ପଞ୍ଜୀକରଣ ମାମଲାରେ ହାସ୍ୟ ଅଭିନେତା କପିଲ ଶର୍ମାଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି ମୁମ୍ବାଇ ପୋଲିସ । ନିକଟରେ ମୁମ୍ବାଇ ପୁଲିସ୍‌ ନକଲି ପଞ୍ଜୀକରଣ ଘଟଣାରେ ଏକାଧିକ କାର ଜବତ କରିଥିଲା

ଏହି ଘଟଣା ପାଇଁ କପିଲଙ୍କୁ ଆଜି ହିଁ ହାଜର ହେବାକୁ କହିଛନ୍ତି କ୍ରାଇମ ଇଣ୍ଟେଲଜେନ୍ସ ୟୁନିଟ(CIEU)। ହାଜର ହେବା ପରେ ତଦନ୍ତ ଆଗକୁ ବଢ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ