Masthead

ପୁଣି ଥାନାରେ କପିଲ!

ନକଲି ପଞ୍ଜୀକରଣ ମାମଲାରେ ଥାନାରେ ହାଜର ହେଲେ କପିଲ

 ମୁମ୍ବାଇ(ବଡ଼ ଖବର ବ୍ୟୁରୋ): କମେଡି କିଙ୍ଗ୍ କପିଲ ଶର୍ମା ପୁଣି ଥାନା ଚକରରେ ଫସିଛନ୍ତି । ନକଲି କାର ପଞ୍ଜୀକରଣ ମାମଲାରେ ହାସ୍ୟ ଅଭିନେତା କପିଲ ଶର୍ମାଙ୍କୁ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି ମୁମ୍ବାଇ ପୋଲିସ । ନିକଟରେ ମୁମ୍ବାଇ ପୁଲିସ୍‌ ନକଲି ପଞ୍ଜୀକରଣ ଘଟଣାରେ ଏକାଧିକ କାର ଜବତ କରିଥିଲା

ଏହି ଘଟଣା ପାଇଁ କପିଲଙ୍କୁ ଆଜି ହିଁ ହାଜର ହେବାକୁ କହିଛନ୍ତି କ୍ରାଇମ ଇଣ୍ଟେଲଜେନ୍ସ ୟୁନିଟ(CIEU)। ହାଜର ହେବା ପରେ ତଦନ୍ତ ଆଗକୁ ବଢ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ