କପିଳାସରେ ମହାପ୍ରଭୁଙ୍କ ନୀତି ବନ୍ଦ, ଧାରଣାରେ ସେବାୟତ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l ଆଇନଶୃଙ୍ଖଳା ରକ୍ଷା ଆଳରେ ପୋଲିସର ମାତ୍ରାଧିକ କାର୍ଯ୍ୟକଳାପ ପ୍ରତିବାଦରେ ସେବାୟତମାନେ ରବିବାର ଭୋରରୁ ଧାରଣା କରିବାରୁୁ ଠାକୁରଙ୍କ ନୀତିକାନ୍ତି ବିଭ୍ରାଟ ହୋଇଛି ।

ମହାପ୍ରଭୁଙ୍କ ପାଇଁ ଚକାପିଠା ପ୍ରସ୍ତୁତି ପାଇଁ ବଟା ହୋଇଥିବା ବିରି ଓ ନାଗାଉରଣ ବେଶ ପାଇଁ ଅଳଙ୍କାର ଦେଓଗାଁ ଜଗନ୍ନାଥ ମନ୍ଦିରରୁ ସେବାୟତମାନେ ନେଇ ଯାଉଥିବାବେଳେ ବାରବାଙ୍କ ରାସ୍ତାରେ ପୋଲିସ ସେବାୟତଙ୍କୁ ଛାଡ଼ିନଥିଲେ। ଏହାର ପ୍ରତିବାଦରେ ସେବାୟତମାନେ ଧାରଣା ଦେଇଛନ୍ତି। ଦେବୋତ୍ତର ବିଭାଗ ଅଧିକାରୀ ଓ କର୍ମଚାରୀମାନେ ବୁଝାସୁଝା କରି ବିଫଳ ହୋଇଥିବା ଜଣାପଡ଼ିଛି । ମହାଶିବରାତ୍ରୀରେ ମହାପ୍ରଭୁ ଉପବାସରେ ରହିବାକୁ ନେଇ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହିତ ପୋଲିସର ଏଭଳି କାର୍ଯ୍ୟକୁ ନିନ୍ଦା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!