Masthead

କରମଣ୍ଡଳ ଟ୍ରେନ ଟ୍ରାଜେଡି, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କରମଣ୍ଡଳ ଟ୍ରେନ ଟ୍ରାଜେଡି । ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ମିଳିବ ସହାୟତା । ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ପରିବାରକୁ ୫ ଲକ୍ଷ ଏବଂ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଏହି ସହାୟତା ଦିଆଯିବ ।

ମୃତକଙ୍କ ପରିବାରଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଶୀଘ୍ର ଆଶୁ ଅରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଟ୍ରେନ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ସରକାରୀ ଭାବେ ଘୋଷଣା କରାଯାଇଛି । କିନ୍ତୁ ଏହି ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଉଛି । ପ୍ରାୟ ୩୫୦ ଜଣଙ୍କ ଜୀବନ ଯାଇଥିବା ସୂଚନା ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା