ଦୁଃଖ ଦେଇଗଲା କରମଣ୍ଡଳ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ) ଅନ୍ଧାର ରାତିର ସାଜିଲା କାଳ । ନିିମିଷକ ଭିତରେ ସବୁକିଛି କରିଦେଲା ଛାରଖାର । ଏହି ମର୍ମନ୍ତୁଦ ଦୁର୍ଘଟଣା ସାରା ଦେଶକୁ ଦୋହାଲାଇ ଦେଇଛି । ଆଜି ପାଇଁ ଜାତୀୟ ପତାକାକୁ ଅର୍ଦ୍ଧନମିତ ରଖାଯାଇଛି । ସେପଟେ ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଏହାସହିତ କୌଣସି ସରକାରୀ ଉତ୍ସବ ପାଳନ ହେବନି ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି । ଟ୍ରେନ୍ ଦୁର୍ଘଟଣାକୁ ନେଇ ସାରା ଦେଶ ଏବେ ବି ମର୍ମାହତ । ସମୟ ଗଡିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ପରିବାର ପରିଜନ ନିଜ ଲୋକଙ୍କୁ ଏବେ ବି ଖୋଜି ହେଉଛନ୍ତି । ସବୁଆଡେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଦିନିକିଆ ଶୋକ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ