ବନଖଣ୍ଡରେ ମୃତଦେହ ମିଳିବା ଘଟଣା, କଲରାପତରିଆ ବାଘ ମାରିଥିବା କହିଲା ବନବିଭାଗ

ବାରିପଦା(ବଡ଼ ଖବର ବ୍ୟୁରୋ): କରଞ୍ଜିଆ ବନଖଣ୍ଡରେ ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିବା ଘଟଣା । ଲ୍ୟାବ୍ ରିପୋର୍ଟରୁ କଲରାପତରିଆ ମାରି ଖାଇଥିବା ସ୍ପଷ୍ଟ । ପ୍ରେସ୍‌ନୋଟ୍ ଜାରି କରି ସୂଚନା ଦେଲେ RCCF । ମୃତକଙ୍କ ଶରୀରରୁ ମିଳିଥିବା ଚୁଟି କଲରାପତରିଆ ଚୁଟି ସହ ମିଶୁଛି । ପ୍ରଥମ ଥର ଶିମିଳିପାଳ ସଂଲଗ୍ନ ଅଞ୍ଚଳରେ କଲରାପତରିଆ ମଣିଷକୁ ମାରିଛି । ଉଦ୍ଦେଶ୍ୟମୂଳକ ଭାବେ ନ ହୋଇ ଦୁର୍ଘଟଣାବଶତଃ ମଣିଷକୁ ମାରିଥିବା ସୂଚନା । ଭୋର୍ ସମୟରେ ଓ ସଂଧ୍ୟା ପରେ ଜଙ୍ଗଲକୁ ନ ଯିବାକୁ RCCFଙ୍କ ପରାମର୍ଶ । ପାଟ୍ରୋଲିଂ କଡ଼ାକଡ଼ି କରାଯିବା ସହ AI କ୍ୟାମେରା ଖଞ୍ଜାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ