Masthead

କାର୍ଗିଲ ବିକାଶକୁ ନେଇ ବିରୋଧୀଙ୍କ ପାଖେ କୌଣସି ମୁଦ୍ଦା ନାହିଁ: ଜାମିଆଙ୍ଗ ସେରିଙ୍ଗ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆସନ୍ତା ମାସରେ ଅର୍ଥାତ୍ ସେପ୍ଟେମ୍ବରରେ କାର୍ଗିଲ ହିଲ ବିକାଶ ପରିଷଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଏହାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି । ବିଜେପି ସାଂସଦ ଜାମିଆଙ୍ଗ ସେରିଙ୍ଗ ନାମଗାଲ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । । ସେ କହିଛନ୍ତି ଯେ କାର୍ଗିଲ ନିର୍ବାଚନରେ ସେମାନଙ୍କର କøଣସି ମୁଦ୍ଦା ନାହିଁ। ସେମାନେ ବିକାଶ ଉପରେ କଥାବାର୍ତ୍ତା କରିପାରିବେ ନାହିଁ । ସେମାନେ ଜନସାଧାରଣଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚାହୁଁଛନ୍ତି କିନ୍ତୁ ଜନସାଧାରଣ ସବୁ ଜାଣିଛନ୍ତି ।

ବିଜେପି ସାଂସଦ ଗଣମାଧ୍ୟମକୁ କହିଛନ୍ତି, “ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଗିଲର ଲୋକମାନେ ଏହି ଦୁଇ ଦଳ (ନ୍ୟାସନାଲ କନଫରେନ୍ସ ଏବଂ କଂଗ୍ରେସ) କୁ ସୁଯୋଗ ଦେଇଛନ୍ତି। କ’ଣ ଏମାନେ କାର୍ଗିଲରୁ ଦୁର୍ନୀତିମୁକ୍ତ କରିପାରିଲେ ? କାର୍ଗିଲବାସୀଙ୍କୁ ଖୁସି ଜୀବନ ଦେଇପାରିଲେ? ବିଦ୍ୟୁତ୍, ଜଳ ଏବଂ ରାସ୍ତା ଯୋଗାଇ ପାରିଲେ କି? ନାଁ କିଛି କରିପାରିଲେ ନାହିଁ । ତେବେ ଏମାନଙ୍କ ପାଖରେ ବିକାଶକୁ ନେଇ କୌଣସି ମୁଦ୍ଦା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ