Masthead

ଆଜି ହୋଇପାରେ କର୍ଣ୍ଣାଟକ କ୍ୟାବିନେଟର ସମ୍ପ୍ରସାରଣ, ସାମିଲ ହୋଇପାରନ୍ତି ୨୦ ରୁ ୨୪ ନୂଆ ମନ୍ତ୍ରୀ

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): ଆଜି ହୋଇପାରେ କର୍ଣ୍ଣାଟକ କ୍ୟାବିନେଟର ସମ୍ପ୍ରସାରଣ । ଏଥିରେ ସାମିଲ ହୋଇପାରନ୍ତି ୨୦ ରୁ ୨୪ ନୂଆ ମନ୍ତ୍ରୀ । ଏନେଇ କଂଗ୍ରେସ ଦଳୀୟ ସୂତ୍ରରୁ ସୂଚନା ମିଳିଛି । କ୍ୟାବିନେଟର ସମ୍ପ୍ରସାରଣ ପାଇଁ ଗୁରୁବାର ଆଲୋଚନା ହୋଇଥିଳା । ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା, ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର, ଦଳର ସାଧାରଣ ସଚିବ କେସି ବେଣୁଗୋପାଳ ଓ ରଣଦୀପ ସୂର୍ଯେୱାଲଙ୍କ ମଧ୍ୟରେ ୫ ଘଂଟାରୁ ଅଧିକ ସମୟ ଧରି ଏହି ବୈଠକରେ ଆଲୋଚନା ହୋଇଥିଲା ।

ଏହି ବୈଠକରେ ମନ୍ତ୍ରୀ ପଦ ପାଇଁ କେତେକ ବିଧାୟକ ସମ୍ପର୍କରେ ଆଲୋଚନା କରାଯାଇଥିବା ଜଣାପଡିଛି । ମେ ୨୦ରେ ଶପଥ ନେଇଥିଲେ ସିଦ୍ଦରମେୟା, ଡିକେ ଶିବକୁମାର ଓ ଅନ୍ୟ ୮ ବିଧାୟକ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ