Masthead

ପୁଣି ବିବାଦରେ କଙ୍ଗନା

ମୁମ୍ବାଇ,(ବଡ଼ ଖବର ବ୍ୟୁରୋ); ବିବାଦ ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ପିଚ୍ଛା ଛାଡୁନି । ମୁମ୍ବାଇକୁ ପାକ୍ ଅଧିକୃତ କାଶ୍ମୀର ବୋଲି ଟ୍ୱିଟ୍ କରି ଶିବସେନାର ଚକ୍ଷୁଶୂଳ ହୋଇଥିଲେ । ଏବେ କୃଷି ବିଲ ସମ୍ପର୍କରେ ଟୁଇଟ କରିବା ତାଙ୍କୁ ମହଙ୍ଗା ପଡ଼ିଛି । କଙ୍ଗନାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିବା ପାଇଁ କର୍ଣ୍ଣାଟକ ଟୁମକୁର ଜିଲ୍ଲା ଜେଏମଏଫସି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

କୃଷିବିଲକୁ ନେଇ କଙ୍ଗନା ସେପ୍ଟେମ୍ବର ୨୧ତାରିଖରେ ଏକ ଟୁଇଟ କରିଥିଲେ । ଯେଉଁଥିରେ ଲେଖିଥିଲେ କି “ଯେଉଁମାନେ ସିଏଏକୁ ବିରୋଧ କରି ଦେଶରେ ବିଭ୍ରାନ୍ତିକର ତଥ୍ୟ ପ୍ରଚାର କରୁଥିଲେ । ଏବେ ସେମାନେ ହିଁ କୃଷିବିଲକୁ ନେଇ ଦେଶରେ ମିଥ୍ୟା ତଥ୍ୟ ପ୍ରଚାର କରୁଛନ୍ତି । ଏମାନଙ୍କ ପାଇଁ ଦେଶରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହେଉଛି । ଏମାନଙ୍କୁ ଆତଙ୍କବାଦୀ ବୋଲି କହି ଆକ୍ଷେପ କରିଥିଲେ କଙ୍ଗନା । ଯାହାକୁ ନେଇ କର୍ଣ୍ଣାଟକର ଜଣେ ଆଇନଜିବୀ ରାମେଶ ନାଇକ୍ ଲିଖିତ ଅଭିଯୋଗ କରିବା ପରେ କ୍ୟଥାସାନ୍ଦ୍ରା ଥାନା ଅଧିକାରୀଙ୍କୁ ମାମଲା ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜେଏମଏଫସି କୋର୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ