Masthead

ପୂର୍ବତନ ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ବି.ଏସ୍ ୟେଦୁରପ୍ପାଙ୍କ ବିରୁଦ୍ଧରେ ସଙ୍ଗୀନ ଅଭିଯୋଗ। ୟେଦୁରପ୍ପା ଜଣେ ନାବାଳିକାକୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ପୁଲିସ ତାଙ୍କ ବିରୁଦ୍ଧରେ ପୋକ୍ସୋ ଆଇନ ଆଧାରରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ୮୧ ବର୍ଷୀୟ ବି.ଏସ ୟେଦୁରପ୍ପା ଜଣେ ୧୭ ବର୍ଷର ଝିଅଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ଆଣିଛନ୍ତି।

ଫେବୃଆରୀ ୨ରେ ଏକ ସରକାରୀ ବୈଠକରେ ବିଏସ ୟେଦୁରପ୍ପା ଯୌନ ନିର୍ଯାତନା ଦେଇଥିବା ଝିଅର ମା’ ଅଭିଯୋଗ କରିଛନ୍ତି। ୟେଦୁରପ୍ପା ତାଙ୍କ ଝିଅକୁ ଯୌନ ନିର୍ଯାତନା ଦେଇଥିବା ସେ ବେଙ୍ଗାଲୁରୁର ସଦାଶିବନଗର ଥାନାରେ ଅଭିଯୋଗ କରିଛନ୍ତି। ପୀଡିତାଙ୍କ ମାଆ ଅଭିଯୋଗ କରିଛନ୍ତି ଯେ, ସେ ଏବଂ ତାଙ୍କ ଝିଅ ଏକ ଠକେଇ ମାମଲାରେ ସହାୟତା ପାଇଁ ୟେଦୁରପ୍ପାଙ୍କୁ ଭେଟିଥିଲେ। ଏହି ସମୟରେ ତାଙ୍କ ଝିଅ ସହ ୟେଦୁରପ୍ପା ଦୁର୍ବ୍ୟବହାର କରିଥିଲେ। ଫେବୃଆରୀ ୨ରେ ଏହି ଘଟଣା ଘଟିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ