Masthead

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୧୨୮୨ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ସକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ରାଜ୍ୟରୁ ଚିହ୍ନଟ ହେଲେ ୧୨୮୨ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ୧୨୮୨ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ୨୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୨୨୪ ଓ ଖୋର୍ଦ୍ଧାରୁ ୧୯୨, କଳାହାଣ୍ଡିରୁ ୧୦୮, ଅନୁଗୁଳ ୪୯, ବାଲେଶ୍ୱର ୧୦, ବରଗଡ ୮୪, ଭଦ୍ରକ ୨୪, ବଲାଙ୍ଗୀର ୪୫, କଟକ ୬୩, ଦେଓଗଡ ୩, ଢେଙ୍କାନାଳ ୨, ଗଜପତି ୧, ଗଞ୍ଜାମ ୩୨, ଜଗତସିଂହପୁର ୩, ଯାଜପୁର ୨୬, ଝାରସୁଗୁଡା ୩୬, କନ୍ଧମାଳ ୭, କେନ୍ଦ୍ରାପଡା ୬, କେନ୍ଦୁଝର ୬, କୋରାପୁଟ ୮, ମୟୁରଭଞ୍ଜ ୫୨, ନବରଙ୍ଗପୁର ୨୭, ନୟାଗଡ ୧୦, ନୂଆପଡା ୮୨, ପୁରୀ ୨୮ , ରାୟଗଡା ୧୫, ସମ୍ବଲପୁର ୮୨, ସୋନପୁର ୧୨, ଷ୍ଟେଟ ପୁଲରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ୧୨୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫୫ , ସ୍ଥାନୀୟ ୫୨୭ ଜଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମୋଟ ପଜିଟିଭ ସଂଖ୍ୟା ୩,୪୬,୮୦୮କୁ ବୃଦ୍ଧି ପାଇଛି। ଏହାସହିତ ୩,୩୮,୮୯୦ ସୁସ୍ଥ ହୋଇଥିବା ବେଳେ ୫୯୪୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ