Masthead

ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୧୨୮୨ ପଜିଟିଭ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା ସକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ରାଜ୍ୟରୁ ଚିହ୍ନଟ ହେଲେ ୧୨୮୨ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ୧୨୮୨ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ୨୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡରୁ ସର୍ବାଧିକ ୨୨୪ ଓ ଖୋର୍ଦ୍ଧାରୁ ୧୯୨, କଳାହାଣ୍ଡିରୁ ୧୦୮, ଅନୁଗୁଳ ୪୯, ବାଲେଶ୍ୱର ୧୦, ବରଗଡ ୮୪, ଭଦ୍ରକ ୨୪, ବଲାଙ୍ଗୀର ୪୫, କଟକ ୬୩, ଦେଓଗଡ ୩, ଢେଙ୍କାନାଳ ୨, ଗଜପତି ୧, ଗଞ୍ଜାମ ୩୨, ଜଗତସିଂହପୁର ୩, ଯାଜପୁର ୨୬, ଝାରସୁଗୁଡା ୩୬, କନ୍ଧମାଳ ୭, କେନ୍ଦ୍ରାପଡା ୬, କେନ୍ଦୁଝର ୬, କୋରାପୁଟ ୮, ମୟୁରଭଞ୍ଜ ୫୨, ନବରଙ୍ଗପୁର ୨୭, ନୟାଗଡ ୧୦, ନୂଆପଡା ୮୨, ପୁରୀ ୨୮ , ରାୟଗଡା ୧୫, ସମ୍ବଲପୁର ୮୨, ସୋନପୁର ୧୨, ଷ୍ଟେଟ ପୁଲରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ୧୨୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫୫ , ସ୍ଥାନୀୟ ୫୨୭ ଜଣ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମୋଟ ପଜିଟିଭ ସଂଖ୍ୟା ୩,୪୬,୮୦୮କୁ ବୃଦ୍ଧି ପାଇଛି। ଏହାସହିତ ୩,୩୮,୮୯୦ ସୁସ୍ଥ ହୋଇଥିବା ବେଳେ ୫୯୪୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ