Masthead

କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ତାଙ୍କୁ ମରଣୋତ୍ତୋର ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ । ଆସନ୍ତା ବୁଧବାର କର୍ପୂରୀ ଠାକୁରଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳନ ହେବାକୁ ଯାଉଛି । ଏହି ଅବସରରେ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଘୋଷଣା କରାଯାଇଛି । ତେବେ ସୂଚନାଯୋଗ୍ୟ ଯେ, ଜେଡିୟୁ କର୍ପୂରୀ ଠାକୁରଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରିବାକୁ ଦାବି କରିଥିଲା । ପଛୁଆ ବର୍ଗ ଲୋକଙ୍କ ଉନ୍ନତି ପାଇଁ ଜୀବନକୁ ଉତ୍ସର୍ଗ କରିଥିଲେ । ୧୯୭୦ରୁ ୧୯୭୧ ଓ ୧୯୭୭ରୁ ୧୯୭୯ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ । ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତରତ୍ନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ