Masthead

ବଜ୍ରାଘାତରେ ମୂଷାଙ୍କ ଜୀବନ ଗଲା

କାଶିପୁର (ବଡ଼ ଖବର ବ୍ୟୁରୋ): ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ପରଜାଶିଳା ଗାଁରେ ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ହେଲେ ଉକ୍ତ ଗ୍ରାମର ମୂଷା ଝୋଡିଆ (୪୫) । ଫସଲ କାଟିବା ପାଇଁ ନିକଟସ୍ଥ ବିଲକୁକୁ ଯାଉଥିବା ବେଳେ ବଜ୍ରାଘାତ ହୋଇଥିଲା । ଘଟଣାସ୍ଥଳରେ ମୂଷାଙ୍କର ମୃତ୍ୟୁ ହୋଇଯାଇଛି । ପରିବାର ଲୋକେ କାଶୀପୁର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ