Masthead

ଓଡ଼ିଶାରେ କାଶ୍ମୀର ଆତଙ୍କୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସଟିଏଫ କବଜ୍ଜାରେ କାଶ୍ମୀରର ସନ୍ଦୀଗ୍ଧ ଆତଙ୍କୀ । ଯାଜପୁର ଧର୍ମଶାଳାରୁ ସୟିଦ ଇଶାନ ବୁଖାରୀକୁ ଗିରଫ କଲା ଏସଟିଏଫ । ଠକେଇ ଓ ଦେଶ ବିରୋଧୀ ତତ୍ତ୍ୱ ସହ ଲିଙ୍କ୍‌ ଅଭିଯୋଗରେ ଗିରଫ କରିଛି ପୋଲିସ । ଅଭିଯୁକ୍ତଠାରୁ ଶହେରୁ ଊର୍ଦ୍ଧ୍ୱ ଡକ୍ୟୁମେଣ୍ଟ ଜବତ କଲା ଏସଟିଏଫ । ନିଜକୁ ପିଏମଓ ଅଧିକାରୀ ଏନଆଇଏ ଅଧିକାରୀଙ୍କ ନିକଟତମ କହୁଥିଲା ।

ଅଭିଯୁକ୍ତ ବୁଖାରୀ ୬/୭ ଯୁବତୀଙ୍କୁ ବିବାହ କରିଥିବା ସୂଚନା ରହିଛି । କାଶ୍ମୀର, ୟୁପି, ମହାରାଷ୍ଟ୍ର ଓ ଓଡ଼ିଶାର ଯୁବତୀଙ୍କୁ ବାହା ହୋଇଥିଲା । ବିଭିନ୍ନ ୱେବସାଇଟ୍ ଓ ଆପ୍‌ରେ ମଧ୍ୟ ଯୁବତୀଙ୍କ ସହ ସଂପର୍କ ରଖିଥିଲା । କେରଳର କିଛି ସନ୍ଦୀଗ୍ଧ ଓ ପାକିସ୍ତାନୀଙ୍କ ସହ ବି ଯୋଗାଯୋଗରେ ଥିଲା ସୟିଦ । ଠକେଇ ମାମଲାରେ କାଶ୍ମୀର ପୋଲିସର ୱାଣ୍ଟେଡ୍‌ ତାଲିକାରେ ଥିଲା ସୟିଦଙ୍କ ନାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା