Masthead

୬୭ ରାଙ୍କରେ ଓଡ଼ିଆ ଝିଅ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପ୍ରକାଶ ପାଇଲା ଆଇଏଏସ ରେଜଲ୍ଟ -୨୦୨୨ । ମୋଟ କୃତକାର୍ଯ୍ୟ ହୋଇଛନ୍ତି ୯୩୩ ଜଣ । ଏଥର ୟୁପିଏସସି ପରୀକ୍ଷାରେ ୧୮୦ ଜଣ ଆଇଏଏସ୍ ପାଇଥିବାବେଳେ, ୩୮ ଜଣ ଆଇଏଫଏସ୍ ଓ ୨୦୦ ଜଣ ଆଇପିଏସ୍ ପାଇଛନ୍ତି । ତେବେ ଓଡିଆ ଝିଅ କସ୍ତୁରୀ ପଣ୍ଡା ଆଇଏଏସ୍ ଲିଷ୍ଟର ୬୭ ତମ ସ୍ଥାନରେ ରହିଛନ୍ତି । କସ୍ତୁରୀ ଭୁବନେଶ୍ୱରରେ ରୁହନ୍ତି । ଏନଆଇଟି ରାଉରକେଲାରୁ ସେ ବି-ଟେକ୍ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା