Masthead

ପଢନ୍ତୁ କେବେ କରିବେ କାଳିଆ ଦର୍ଶନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଭକ୍ତଙ୍କ ପାଇଁ ଖୁସି ଖବର । ନୂଆ ବର୍ଷ ପୂର୍ବରୁ ଖୋଲିବ ଶ୍ରୀମନ୍ଦିର । ଶ୍ରମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଦେଲେ ସୂଚନା ।କୋଭିଡ ନିୟମକୁ କଡାକଡି ପାଳନ କରି ମନ୍ଦିର ପ୍ରଶାସନ ଖୁବ ଶୀଘ୍ର ଭକ୍ତଙ୍କ ପାଇଁ ମନ୍ଦିର ଖୋଲିବାକୁ ଯୋଜନା କରୁଛି । ରାଜ୍ୟ ସରକାରଙ୍କ ଅନୁମୋଦ କ୍ରମେ ମନ୍ଦିର ଖୋଲାଯିବ ।

ସମସ୍ତଙ୍କ ପାଇଁ ମାସ୍କ ଓ ସାନିଟାଇଜର ହେବ ବାଧ୍ୟତାମୂଳକ । ଛତିଶାନିଯୋଗ ବୈଠକରେ ନିଆଗଲା ଏହି ନିଷ୍ପତ୍ତି । ସୂଚନାନୁଯାୟୀ୨୫ରୁ ୨୮ତାରିଖ ମଧ୍ୟରେ ଖୋଲିପାରେ ଶ୍ରୀମନ୍ଦିର ।ପ୍ରଥମେ ପୁରୀବାସୀ କରିବେ ଦର୍ଶନ ।ଏହାସହ ଜାନୁଆରୀ ୧ ଓ ୨ ତାରିଖ ଦିନ ବନ୍ଦ ରହିବ ଶ୍ରୀମନ୍ଦିର । ଜାନୁଆରୀ ୩ରୁ ଆରମ୍ଭ ହେବ ସାଧାରଣ ଦର୍ଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା