Masthead

ଖୋଲିଲା କେଦାରନାଥ ଧାମ, ହଜାର ହଜାର ଭକ୍ତଙ୍କ ଭିଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୋଲିଲା କେଦାରନାଥ ଧାମ । ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ କେଦାରନାଥ ଧାମର ଦ୍ୱାର ଖୋଲାଯାଇଛି । ହଜାର ହଜାର ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି । କେଦାରନାଥ ମନ୍ଦିରକୁ ୩୫ କୁଇଣ୍ଟାଲ ଫୁଲରେ ସୁନ୍ଦର ଭାବେ ସଜାଯାଇଥିବା ବେଳେ ଜୟକାର ଧ୍ୱନୀରେ ପ୍ରକମ୍ପିତ ହୋଇଉଠିଛି ପରିବେଶ । ଆଜି ହଜାର ହଜାର ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ କରିଛନ୍ତି । ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଦର୍ଶନ ପାଇଁ ଗଙ୍ଗୋତ୍ରୀ ଧାମର କବାଟ ଖୋଲିବା ପରେ ଚାରିଧାମ ଯାତ୍ରା ଆରମ୍ଭ ହୋଇଛି । ଏପ୍ରିଲ ୨୭ରେ ଖୋଲିବ ବଦ୍ରିନାଥ । ଆଜିଠୁ କେଦାରନାଥରେ ହେଲିକପ୍ଟର ସେବା ମଧ୍ୟ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ